ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ କରୋନା

0
285
ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ କରୋନା
ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ କରୋନା

ଭୁବନେଶ୍ବର: ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟୁଇଟ୍ କରି ନିଜେ ସୂଚନା ଦେଇଛନ୍ତି ମନ୍ତ୍ରୀ। ସେ ଗତକାଲି ଲକ୍ଷଣବିହୀନ କରୋନା ସଂକ୍ରମିତ ହୋଇଛନ୍ତି। ସେ ହୋମ ଆଇସୋଲେସନରେ ଥିବାର ବି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ।

 

ତେବେ ଯେଉଁମାନେ ତାଙ୍କ ସହ ଗତ ୩ ଦିନ ଭିତରେ ମିଶିଛନ୍ତି, ସେମାନଙ୍କୁ କୋଭିଡ ଟେଷ୍ଟ କରାଇନେବାକୁ ଅନୁରୋଧ କରିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ।

Also Read  ଜଣାଶୁଣା କମେଡିଆନ୍ ରାଜୁ ଶ୍ରୀବାସ୍ତବଙ୍କ ଅବସ୍ଥା ଗୁରୁତର, ଭେଣ୍ଟିଲେଟରରେ ଚାଲିଛି ଚିକିତ୍ସା

LEAVE A REPLY

Please enter your comment!
Please enter your name here