ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ

0
821
vigilance raid

ମାଲକାନଗିରି: ମାଲକାନଗିରି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏମ୍ . ଆନନ୍ଦ ରାଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ମାଲକାନଗିରି, ନବରଙ୍ଗପୁର, ବିଶାଖାପାଟଣାର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ । ଭିଜିଲାନ୍ସ ବିଭାଗର ୯ ଜଣିଆ ଟିମ ଚଢ଼ାଉରେ ସାମିଲ ହୋଇଥିବା ନେଇ ସୂଚନା ମିଳିଛି ।

Also Read  ଟୋରୀ ସଦସ୍ୟଙ୍କ ଡାକ ଭୋଟ ସହ ଆରମ୍ଭ ହେଲା ବ୍ରିଟିଶ ପ୍ରଧାନମନ୍ତ୍ରୀ ନିର୍ବାଚନ ପ୍ରକ୍ରିୟା