ଭୁବନେଶ୍ଵର : ରାଜ୍ୟରେ ୧୦୦ ତଳକୁ ଖସିଲା କରୋନା ସଂକ୍ରମଣ ଗ୍ରଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୨୮୫ ଜଣକୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୨୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୫୮୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୩୧୨୩୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।
Covid-19 Report For 22nd March
New Positive Cases: 60
Of which 0-18 years: 13
In quarantine: 36
Local contacts: 24(Details of local contacts will be shared by concerned District)
1. Balasore: 6
2. Bhadrak: 1
3. Balangir: 4
4. Boudh: 3
5. Cuttack: 3
6. Gajapati: 4
7. Ganjam: 3— I & PR Department, Odisha (@IPR_Odisha) March 23, 2022
8. Jajpur: 5
9. Kendrapada: 3
10. Khurda: 6
11. Koraput: 4
12. Mayurbhanj: 3
13. Nayagarh: 1
14. Rayagada: 1
15. Sambalpur: 2
16. Sundargarh: 9
17. State Pool: 2New recoveries: 83
Cumulative tested: 30312394
Positive: 1287285
Recovered: 1277580
Active cases: 536— I & PR Department, Odisha (@IPR_Odisha) March 23, 2022