ଲେହରେ ଭୂମିକମ୍ପ ଝଟକା

0
1212

ଦିଲ୍ଲୀ : ଭୁମିକମ୍ପ ଝଟକାରେ ଥରିଲା ଲେହେ । ଜମ୍ମୁ କଶ୍ମୀର ଲେହରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରେକ୍ଟର ସ୍ଲେଲରେ ଭୂମିକମ୍ପର ତୀବ୍ରତା ୪.୩ ରେକର୍ଡ କରାଯାଇଛି ।ଆଜି ସକାଳ ୭.୨୯ରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି ପକ୍ଷରୁ ସୂଚନା ମିଳିଛି । ଲେହେର ଆଲଚୀ ଠାରୁ ୧୮୬ କିଲୋମିଟର ଦୂରରେ ଏହି ଭୂମିକମ୍ପ ହୋଇଛି । ହେଲେ ଏହି ଭୂମିକମ୍ପ ହେବା ସମୟରେ ଲୋକମାନେ ଭୟରେ ଘରୁ ବାହାରି ଆସିଥିଲେ । ଭୂମିକମ୍ପ କ୍ଷୟକ୍ଷତି ସମ୍ପର୍କରେ କୌଣସି ତଥ୍ୟ ମିଳିନାହିାଁ

Also Read  ଆଜି ପବିତ୍ର ଘୋଷଯାତ୍ରା, ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ହେଉଛି ଭକ୍ତ-ଭଗବାନଙ୍କ ଅପୂର୍ବ ମିଳନ