୩୦ ତାରିଖ ଦିନ ୧୧ଟାରେ ଦୁଇ ମିନିଟ ପାଇଁ ନିରବ ରହିବାକୁ ନିର୍ଦ୍ଦେଶ

0
2386

ଭୁବନେଶ୍ୱର: କେନ୍ଦ୍ର ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟର ସମସ୍ତ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟରେ ଆଗାମୀ ୩୦ ତାରିଖ ଦିନ ୧୧ଟାରେ ଦୁଇ ମିନିଟ ପାଇଁ ନିରବ ପ୍ରାର୍ଥନା କରାଯିବ। ଦେଶ ପାଇଁ ପ୍ରାଣବଳି ଦେଇଥିବା ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏହି ମୌନ ରହିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହି ସମୟରେ କୋଭିଡ କଟକଣା ମାନିବାକୁ ପରାମର୍ଶ ଦିଆଯାଇଛି।

Also Read  ୧୩ ବର୍ଷ ପରେ ବହୁଚର୍ଚ୍ଚିତ ପ୍ରମୋଦିନି ରାଉଳଙ୍କୁ ଏସିଡ୍‌ ମାଡ଼ ଘଟଣାରେ ଆସିଲା ରାୟ; ୨ ଅଭିଯୁକ୍ତଙ୍କୁ ୧୪ ବର୍ଷ ସଶ୍ରମ ଜେଲ୍ ଦଣ୍ଡାଦେଶ