ବଦଳିଲେ ଗୁଇନ୍ଦା ନିର୍ଦ୍ଦେଶକ, ଆର.ପି କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଦାୟିତ୍ୱ

0
503
intelligence-director-reshuffle-rp-koche-is-the-new-intelligence-director

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଗୁଇନ୍ଦା ନିର୍ଦ୍ଦେଶକଙ୍କୁ ବଦଳାଇ ଦେଇଛନ୍ତି। ଗୁଇନ୍ଦା ନିର୍ଦ୍ଦେଶକ ଥିବା ଲଳିତ ଦାସଙ୍କୁ ଗୃହ ବିଭାଗର ଓଏସଡି ଭାବେ ନିଯୁକ୍ତ କରାଯାଇଥିବାବେଳେ ଏଡିଜି ଆର.ପି.କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଅତିରିକ୍ତ ଦାୟିତ୍ଵ ଦିଆଯାଇଛି। ଏଡିଜି ଏସଏପି ସହ କୋଚେ ଗୁଇନ୍ଦା ନିର୍ଦ୍ଦେଶକ ଅତିରିକ୍ତ ଦାୟିତ୍ଵ ସମ୍ଭାଳିବେ।

Also Read  ୯ ବର୍ଷର ବାଳକକୁ ବାରମ୍ବାର ଯୌନ ନିର୍ଯାତନା ଦେଇ ଧରା ପଡ଼ିଲେ ୩ ନାବାଳକ