ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ୭ ଦିନ ପାଇଁ ଅନ୍ତରୀଣ ଜାମିନ

0
410

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ । ୭ ଦିନ ପାଇଁ ଜାମିନ ମଂଜୁର କଲେ ହାଇକୋର୍ଟ । ସ୍ୱାସ୍ଥ୍ୟଗତ କାରଣରୁ ତାଙ୍କୁ ଜାମିନ ମିଳିଛି ।

୭ ଦିନ ପରେ ପୁଣି ଅଦାଲତରେ ହାଜର ପାଇଁ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିର୍ଦ୍ଦେଶ ରହିଛି । ବିଧାୟକ ଜଗଦ୍ଦେବ ଲୋକଙ୍କ ଉପରେ ତାଙ୍କ କାର୍‌ ଚଢ଼ାଇ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।

Also Read  ବିବାଦୀୟ ମନ୍ତବ୍ୟ ଦେଇ ଫସିଲେ ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରୀର ଲୋକପ୍ରିୟ ଅଭିନେତ୍ରୀ ସାଇ ପଲ୍ଲବୀ