ରାମପୁର ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ୩ ଦିନ ଧରି ଗଣଦୁଷ୍କର୍ମ, ୩ ଅଭିଯୁକ୍ତ ଅଟକ

0
343

ଡୁଙ୍ଗୁରିପାଲି /ଏସ ରାମପୁର: ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ସାରସମାଲ ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ଉକ୍ତ ଗ୍ରାମର ୩ ଜଣ ଯୁବକ ୩ ଦିନ ଧରି ବାରମ୍ବାର ଗଣଦୁଷ୍କର୍ମ କରିଥିବା ନେଇ ରାମପୁର ଥାନାରେ ଅଭିଯୋଗ ହୋଇଛି।
ଅଭିଯୋଗ ପରେ ରାମପୁର ପୁଲିସ ଅଭିଯୁକ୍ତମାନଙ୍କୁ ଥାନାରେ ଅଟକ ରଖି ତଦନ୍ତ କରୁ ଥିବା ଜଣାଯାଇଛି।

Also Read  ବିଧାନସଭା ସମାଚାର ୟୁ ଟ୍ୟୁବ ଚ୍ୟାନେଲ ଆରମ୍ଭ , ମାର୍ଚ୍ଚ ୩୧ ପୂର୍ବରୁ ବସିବ ବିଧାନସଭା ବଜେଟ ଅଧିବେଶନ: ବାଚସ୍ପତି