ମର୍ମଦୁନ୍ତ ସଡକ ଦୁର୍ଘଟଣା; ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ, ରୋଗୀ ସମେତ ୩ ଜଣଙ୍କ ମୃତ୍ୟୁ

0
385
Woman Dies In An Road Accident Near Gangapada, Bhubaneswar
Woman Dies In An Road Accident Near Gangapada, Bhubaneswar

ଯାଜପୁର: ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଏକ ଟ୍ରକ୍ ପଛରେ ପିଟି ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଶନିବାର ବିଳମ୍ବିତ ରାତିରେ ଯାଜପୁର ଜିଲ୍ଲା ବଡ଼ଚଣା ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ଦୁର୍ଘଟଣା।

ଆମ୍ବୁଲାନ୍ସଟି କଟକ ଅଭିମୁଖେ ଯାଉଥିଲା। ବଡ଼ଚଣା ନିକଟରେ ଟ୍ରକର ଟାୟାର ଫାଟିଯିବାରୁ ଭାରସାମ୍ୟ ହରାଇଥିବା ବେଳେ ପଛପଟୁ ଆମ୍ବୁଲାନ୍ସ ଟ୍ରକକୁ ଧକା ଦେଇଥିଲା । ଆମ୍ବୁଲାନ୍ସରେ ଜଣେ ମହିଳାଙ୍କ ରୋଗୀଙ୍କ ସହ ଆମ୍ବୁଲାନ୍ସ ଡ୍ରାଇଭର ସହ କର୍ମୀଙ୍କ ମୃତ୍ୟୁ ହୋଇଥିବା ବେଳେ ରୋଗୀଙ୍କ ସମ୍ପର୍କୀୟଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

Also Read  ପୁଅ ହେବ ତ ଏମିତି : ମା’କୁ ଉଦ୍ଧାର କରିବାକୁ କୂଅକୁ ଡେଇଁ ପଡ଼ିଲା