ଖଣି ମାଲିକ ଜିତୁ ପଟ୍ଟନାୟକଙ୍କ ଘର ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢାଉ

0
462

ପୂର୍ବତନ ଚମ୍ପୁଆ ବିଧାୟକ ତଥା ଖଣି ମାଲିକ ଜିତୁ ପଟ୍ଟନାୟକଙ୍କ ଭୁବନେଶ୍ବର ଓ ଯୋଡ଼ା ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୪ଟି ସ୍ଥାନରେ ଏହି ଚଢାଉ ଜାରି ରହିଥିବା ଜଣାପଡିଛି। ଅର୍ଥ ଠକେଇ ମାମଲାରେ ଯୋଡାର ଦୁଇଟି ସ୍ଥାନ ଓ ଭୁବନେଶ୍ୱରର ୨ଟି ସ୍ଥାନରେ ଏହି ଚଢ଼ଉ କରାଯାଇଛି।

Also Read  ଆସନ୍ତା ୧୮ ତାରିଖରୁ ସବୁ ସରକାରୀ କାର୍ଯ୍ୟାଳୟରେ ହେବ ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି