ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0
359
CM naveen-patnaik-met-prime-minister-modi-in-new-delhi/

ନୂଆଦିଲ୍ଲୀ: ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗ ଉପରେ ପ୍ରାୟ ୩୦ ମିନିଟର ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ମୋଦୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇ କହିଛନ୍ତି “କରୋନା ପାଇଁ ପ୍ରଧାନ ମନ୍ତ୍ରୀଙ୍କ ସହିତ ଭେଟ ହୋଇ ପାରିନଥିଲା। ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସହିତ ଆଲୋଚନା ହୋଇଛି । ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା। ରାଷ୍ଟ୍ରପତି ନିର୍ବାଚନ ନେଇ କୌଣସି ଆଲୋଚନା ହୋଇନି”।

Also Read  BJD names 63 Lok Sabha, Assembly candidates