କେବଳ ମୁଠାଏ ଚାଉଳ ବଦଳାଇଦେବ ଆପଣଙ୍କ ଭାଗ୍ୟ

0
243

ଅନେକ ସମୟରେ, କଠିନ ପରିଶ୍ରମ ସତ୍ତ୍ବେ ଅ।ପଣ ଋହୁଁଥିବା ଫଳାଫଳ ପାଆନ୍ତି ନାହିଁ । ଏହି କାରଣରୁ, ଜୀବନରେ ଅସ୍ଥିରତା ଏବଂ ଅର୍ଥ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ରାଶିରେ ଗ୍ରହର ଦୁର୍ବଳତା ମଧ୍ୟ ଏହିପରି ସମସ୍ୟା ସୃଷ୍ଟି କରିଥାଏ । ତେଣୁ ଏଥିଲାଗି କିଛି ଉପାୟ କରି ଏହି ସମସ୍ୟାରୁ ମୁକ୍ତି ପାଇପାରିବେ । ତେବେ ଋଲନ୍ତୁ ଜାଣିବା ଋଉଳ ମାଧ୍ୟମରେ କିଛି ଏମିତି ଉପାୟ ଯାହା ଆପଣଙ୍କୁ ଏ ସମସ୍ତ ସମସ୍ୟାରୁ ମୁକ୍ତି ଦେବ । ଦରିଦ୍ରତା ହେବ ଦୂର :ପୂଜା କିମ୍ବା କୌଣସି ଧାର୍ମିକ କାର୍ଯ୍ୟରେ । ଋଉଳର ବିଶେଷ ମହତ୍ଵ ରହିଛି। ଏଥୁସହିତ ଏହା ଚନ୍ଦ୍ର ସହିତ ମଧ୍ୟ ଜଡିତ । ତେଣୁ ପ୍ରତିଦିନ କପାଳରେ ଋଉଳ ତିଳକ ଲଗାନ୍ତୁ । ଏହାଦ୍ୱାରା ରାଶିଫଳରେ ଚନ୍ଦ୍ର ଶକ୍ତିଶାଳୀ ହୋଇଥାନ୍ତି । ଯାହା ଫଳରେ ଅର୍ଥ ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଥାଏ ।

ଦେବୀ ଲକ୍ଷ୍ମୀ ହୋଇଥାନ୍ତି ପ୍ରଶନ୍ନ : ପୂର୍ଣିମା କିମ୍ବା ଯେକୌଣସି ଶୁଭ ସମୟରେ, ଲାଲ ରଙ୍ଗର ଏକ ରେଶମ କପଡ଼ାରେ ୨୧ ଗୋଟି ଋଉଳକୁ ହଳଦିରେ ରଙ୍ଗ କରି ବାନ୍ଧନ୍ତୁ। ଏହାପରେ ଦେବୀ ଲକ୍ଷ୍ମୀଙ୍କ ଆଗରେ ସେହି କପଡାକୁ ରଖନ୍ତୁ । ଦେବୀଙ୍କୁ ପୂଜା କରିବା ସହିତ କନକଧାରା ସ୍ତୋତ୍ର ପାଠ କରନ୍ତୁ। ତା’ ପରେ ସେହି କପାଟରୁ କିଛି ଋଉଳ ତୁମ ପର୍ସରେ ବାକି ଗଉଳକୁ ଧନ ରଖୁଥିବା ସ୍ଥାନରେ ରଖନ୍ତୁ । ଦ୍ବାରା ଅର୍ଥର ଅଭାବ ଦୂର ହେବା ସହିତ ଦେବୀ ଲକ୍ଷ୍ମୀଙ୍କ କୃପା ରହିବ ଧନ ପ୍ରାପ୍ତ ହେବ :ସୋମବାର ଅଧା କିଲୋ ଗଉଳ ନିଅନ୍ତୁ । ଯେପରି ସେହି ଋଉଳ ଭଙ୍ଗା ନଥିବ। ତା’ପରେ ଭଗବାନ ଶିବଙ୍କ ମନ୍ଦିରକୁ ଯାଇ ଶିବଲିଙ୍ଗ ଉପରେ ୧ ମୁଷ୍ଟି ଅର୍ପଣ କରନ୍ତୁ । ଅବଶିଷ୍ଟ ଋଉଳକୁ ଗରିବ ଏବଂ ଅସହାୟ ଲୋକଙ୍କୁ ଦାନ କରନ୍ତୁ । କ୍ରମାଗତ ୫ ସୋମବାରରେ ଏହି ପ୍ରତିକାର କରନ୍ତୁ । ଏହାଦ୍ୱାରା ଧନ ପ୍ରାପ୍ତ ହେବ ।

ମନକାମନା ପୂରଣ ହେବ :

ଶୁକ୍ରବାର ରାତି ୧୦ ଟାରେ, | ଘରର ଉତ୍ତର ଦିଗରେ ଏକ ଚୌକି ରଖୂ ସେଥ୍ୟରେ କଳସ ସ୍ଥାପିତ କରନ୍ତୁ । କଳସରେ ସ୍ୱସ୍ତିକ୍ ଚିହ୍ନ କରି ସେଥିରେ ପାଣି, ଦୁବ, ଋଉଳ, ୧ ଟଙ୍କା ମୁଦ୍ରା ରଖନ୍ତୁ। ତା’ପରେ ଋଉଳକୁ ଏକ ଛୋଟ ଥାଳିରେ ଭର୍ତ୍ତି କରି କଳସ ଉପରେ ରଖନ୍ତୁ । ଏହାପରେ ଶ୍ରୀଯନ୍ତ୍ର ସ୍ଥାପନ କରି ଚୌମୁଖୁ ଦୀପ ଜାଳି ଏହାକୁ ସିନ୍ଦୁର ଏବଂ ଋଉଳରେ ପୂଜା କରି ଲକ୍ଷ୍ମୀ | ସ୍ତୋତ୍ର ପାଠ କରନ୍ତୁ । ଏହା ଦ୍ଵାରା, ଇଚ୍ଛା ପୂରଣ ହେବା । ସହିତ ଅ।ର୍ଥିକ ସମସ୍ୟା ମଧ୍ୟ । ଦୂର ହେବ ।

Also Read  ବାସ୍ତୁ ଟିପ୍ସ: ଆର୍ଥିକ ସମସ୍ୟା ଦୂର କରିବା ପାଇଁ ଘରର ଏହି ଦିଗରେ ଲଗାନ୍ତୁ ମନି ପ୍ଲାଣ୍ଟ

LEAVE A REPLY

Please enter your comment!
Please enter your name here