ଆସନ୍ତାକାଲିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା

0
190
school-reopened-from today

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ୫ ଦିନ ପାଇଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। ଅର୍ଥାତ ମଙ୍ଗଳବାରଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ଛୁଟି ରହିବ ସମସ୍ତ ସ୍କୁଲ । ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରଖିବାକୁ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ସ୍କୁଲ ଛୁଟି ସତ୍ତ୍ବେ ମାଟ୍ରିକ ଓ +2 ପରୀକ୍ଷା ଜାରି ରହିବ ।

Also Read  ଦେଶରେ ବେକାବୁ କରୋନା : ୩,୪୭,୨୫୪ ଆକ୍ରାନ୍ତ, ୭୦୩ ମୃତ

LEAVE A REPLY

Please enter your comment!
Please enter your name here