ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ୭ ଦିନ ପାଇଁ ଅନ୍ତରୀଣ ଜାମିନ

0
452

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ । ୭ ଦିନ ପାଇଁ ଜାମିନ ମଂଜୁର କଲେ ହାଇକୋର୍ଟ । ସ୍ୱାସ୍ଥ୍ୟଗତ କାରଣରୁ ତାଙ୍କୁ ଜାମିନ ମିଳିଛି ।

୭ ଦିନ ପରେ ପୁଣି ଅଦାଲତରେ ହାଜର ପାଇଁ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିର୍ଦ୍ଦେଶ ରହିଛି । ବିଧାୟକ ଜଗଦ୍ଦେବ ଲୋକଙ୍କ ଉପରେ ତାଙ୍କ କାର୍‌ ଚଢ଼ାଇ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।

Also Read  ଶ୍ରୀଗୁଣ୍ଡିଚା ଯାତ୍ରାରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାରକୁ କମ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପରାମର୍ଶ