ରାଜ୍ୟରୁ ହଟିଲା କୋଭିଡ୍ ମହାମାରୀ ଆଇନ

0
446
59 H3N2 Influenza Cases Found In Odisha
59 H3N2 Influenza Cases Found In Odisha

ଭୁବନେଶ୍ୱର: କରୋନା ସଂକ୍ରମଣ ମାମଲା ହ୍ରାସ ପାଇବା ସହ ଜୀବନଜୀବିକା ସ୍ୱାଭାବିକ ହେବା ପରେ ରାଜ୍ୟ ସରକାର ସମସ୍ତ ପ୍ରକାରର କୋଭିଡ୍ କଟକଣାକୁ ହଟାଇ ଦେଇଛନ୍ତି । ବିପର୍ଯ୍ୟୟ ପରିଚାଳନା ଆଇନ-୨୦୦୫ ଅନ୍ତର୍ଗତ କୋଭିଡ୍ ପରିଚାଳନା କରାଯାଉଥିବାବେଳେ ଏହି ମହାମାରୀ ସଂକ୍ରାନ୍ତ ବିଜ୍ଞପ୍ତିକୁ ପ୍ରତ୍ୟାହାର କରିନେଇଛନ୍ତି।

ସୂଚନାଯୋଗ୍ୟ, ଦେଶରେ କୋଭିଡ୍ ସଂକ୍ରମଣ ମାମଲା ଚିହ୍ନଟ ହେବା ପରେ ଓଡ଼ିଶା ସରକାର ୨୦୨୦ ମାର୍ଚ୍ଚ ୧୩ ତାରିଖରେ ଏହାକୁ ମହାମାରୀ ଘୋଷଣା କରିବା ସହ ବିପର୍ଯ୍ୟୟ ଆଇନ-୨୦୦୫ ଅନ୍ତର୍ଗତ ଏହାର ପରିଚାଳନା କରିଥିଲେ ।

Also Read  Senior IAS officer Sethi alleges harassment by CBI team