ବସ୍ତା ଭିତରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

0
455
Girl Dies As A Speeding Bus Drags Her Body For 500 Meters In Odisha's Bolangir
Girl Dies As A Speeding Bus Drags Her Body For 500 Meters In Odisha's Bolangir

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ମରଚିମୁଣ୍ଡା ପୋଖରୀ କୂଳରୁ ଏକ ବସ୍ତା ଭିତରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ମୃତ ବ୍ୟକ୍ତିଙ୍କ ବୟସ ୩୫ ବର୍ଷ ପାଖାପାଖି ହେବ ବୋଲି ଅନୁମାନ କରାଯାଉଛି। ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଉକ୍ତ ବ୍ୟକ୍ତିଙ୍କୁ କେହି ହତ୍ୟାକରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି।

Also Read  ପିସି କାରବାର ନେଇ ବିରୋଧୀଙ୍କ ଅଭିଯୋଗକୁ ଖଣ୍ଡନ କଲେ ସରକାର, ଅର୍ଥମନ୍ତ୍ରୀ କହିଲେ- ଦୁର୍ନୀତିକୁ ମୂଳପୋଛ କରିବା ପାଇଁ କାର୍ଯ୍ୟାନୁଷ୍ଠାନ ନିଆଯାଉଛି