ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ

0
282
first-case of xe-variant-of-corona-detected-in-mumbai-india

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ଉପରେ ରହିଛି । ଗତକାଲି ୭୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୭୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।

Also Read  ଜିଆରଏସ ବାବୁଲି ଚରଣ ପଢ଼ିଆରୀଙ୍କ ଘରେ ଭିଜିଲାନ୍ସ ରେଡ