ବଦଳିଲେ ଗୁଇନ୍ଦା ନିର୍ଦ୍ଦେଶକ, ଆର.ପି କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଦାୟିତ୍ୱ

0
184
intelligence-director-reshuffle-rp-koche-is-the-new-intelligence-director

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଗୁଇନ୍ଦା ନିର୍ଦ୍ଦେଶକଙ୍କୁ ବଦଳାଇ ଦେଇଛନ୍ତି। ଗୁଇନ୍ଦା ନିର୍ଦ୍ଦେଶକ ଥିବା ଲଳିତ ଦାସଙ୍କୁ ଗୃହ ବିଭାଗର ଓଏସଡି ଭାବେ ନିଯୁକ୍ତ କରାଯାଇଥିବାବେଳେ ଏଡିଜି ଆର.ପି.କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଅତିରିକ୍ତ ଦାୟିତ୍ଵ ଦିଆଯାଇଛି। ଏଡିଜି ଏସଏପି ସହ କୋଚେ ଗୁଇନ୍ଦା ନିର୍ଦ୍ଦେଶକ ଅତିରିକ୍ତ ଦାୟିତ୍ଵ ସମ୍ଭାଳିବେ।

Also Read  ଟମାଟୋ ଫ୍ଲୁ ଏକ ଭାଇରାଲ ରୋଗ: ଜନସ୍ଵାସ୍ଥ୍ୟ ନିର୍ଦେଶକ

LEAVE A REPLY

Please enter your comment!
Please enter your name here