November 20
Chief Minister Naveen Patnaik has sanctioned Rs. 500 crore for the repair and improvement of various roads, sewers and sidewalks damaged in various urban areas of the state due to the rains. Chief Minister has directed that the work be started immediately and completed before the monsoon season.
ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ସହରାଞ୍ଚଳର କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥ ଆଦିର ମରାମତି ତଥା ଉନ୍ନତିକରଣ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ୫୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ସହିତ ମୌସୁମୀ ଋତୁ ପୂର୍ବରୁ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
— I & PR Department, Odisha (@IPR_Odisha) November 20, 2021