ଭିଜିଲାନ୍ସ ପଞ୍ଝାରେ ନିମାପଡ଼ା ସବଡିଭିଜନର ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀ

0
178
vigilance raid

ଢେଙ୍କାନାଳ: ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ । ନିମାପଡା ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢ଼ାଉ । ଭୁବନେଶ୍ୱର ଶୈଳଶ୍ରୀ ବିହାରରେ ୨ଟି ସ୍ଥାନ, ପୈତୃକ ଗାଁ ଗୁଣଦେଈ ସମେତ ଢେଙ୍କାନାଳ ସହରର ୪ଟି ସ୍ଥାନରେ ରେଡ୍ ଚାଲିଛି। ଏହି ଚଢ଼ାଉରେ ୫ଜଣ ଡିଏସ୍‌ପି ଓ ୧୨ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି। ଚଢ଼ାଉ ଚାଲିଥିବା ବେଳେ କେତେ ଟଙ୍କାର ସମ୍ପତ୍ତି ଜବତ ହୋଇଛି, ତାହା ସ୍ପଷ୍ଟ ହୋଇନାହିଁ।

Also Read  ଖୋର୍ଦ୍ଧା ଜିଲ୍ଲାରେ ୨୪୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ; ରାଜ୍ୟରେ ବଢୁଛି ସକ୍ରିୟ ରୋଗୀଙ୍କ ସଂଖ୍ୟା

LEAVE A REPLY

Please enter your comment!
Please enter your name here