ରାଜ୍ୟର ୧୫ ଜିଲ୍ଲାରୁ ୧୬୧ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ

0
363
first-case of xe-variant-of-corona-detected-in-mumbai-india

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୧୬୧ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୯୫ ଜଣ ଓ ୬୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Also Read  ଆଜି ଓଡ଼ିଶା ଆସୁଛନ୍ତି ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ, ଭବ୍ୟ ସ୍ୱାଗତ ପାଇଁ ଜୋରଦାର ପ୍ରସ୍ତୁତି