ନୂଆଦିଲ୍ଲୀ: ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ଓଡ଼ିଶାର ସୁନା ପୁଅ ପ୍ରମୋଦ ଭଗତ । ପାରା ଆଥଲେଟ୍ ପ୍ରମୋଦ ଭଗତଙ୍କୁ ଆଜି ‘ପଦ୍ମଶ୍ରୀ’ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ଓଡ଼ିଶାର ପାରା ଆଥଲେଟ୍ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ନାନରେ ସମ୍ନାନୀତ କରାଯାଇଛି। ଗତ ପାରା ଅଲମ୍ପିକ୍ସରେ ଦେଶ ପାଇଁ ସ୍ୱର୍ଣ୍ଣପଦକ ଜିତିଥିଲେ ଏହି ଓଡ଼ିଆ ବ୍ୟାଡମିଣ୍ଟନ ତାରକା ପ୍ରମୋଦ ଭଗତ ।
Home ଓଡ଼ିଆ ରେ ପଢନ୍ତୁ ଓଡ଼ିଶାର ସୁନା ପୁଅଙ୍କୁ ମିଳିଲା ବଡ଼ ସମ୍ମାନ, ପାରା ଆଥଲେଟ୍ ପ୍ରମୋଦ ଭଗତଙ୍କୁ ‘ପଦ୍ମଶ୍ରୀ’ ସମ୍ମାନରେ...

























