ଭିଜିଲାନ୍ସ ପଞ୍ଝାରେ କ୍ରୀଡା ଶିକ୍ଷକ, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୧୧ଟି ସ୍ଥାନରେ ରେଡ୍

0
182
vigilance raid

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ କ୍ରୀଡ଼ା ଶିକ୍ଷକ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଳକ ଜୟନ୍ତୀପୁର ହାଇସ୍କୁଲ ପିଇଟି ଶିକ୍ଷକ ଜନାର୍ଦ୍ଦନ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ସାହୁଙ୍କ ୧୧ଟି ଠିକଣାରେ ଏକକାଳୀନ ଚଢ଼ାଉ ହୋଇଛି । ବ୍ରହ୍ମପୁର ଅନନ୍ତ ନଗର ସ୍ଥିତ ବାସଭାବନ ସହ ୧୧ଟି ସ୍ଥାନରେ ଚଢଉ କରିଛି ଭିଜିଲାନ୍ସ । ଜୟନ୍ତପୁରରେ ଥିବା ପେଟ୍ରୋଲ ପମ୍ପ, ଗ୍ୟାସ ଗୋଦାମ, ମଦ ଭାଟି ସହ ୧୧ଟି ସ୍ଥାନରେ ଚଢଉ ହୋଇଛି ।

Also Read  Odisha Reports 197 Fresh Covid-19 Cases; 94 From Khurda District

LEAVE A REPLY

Please enter your comment!
Please enter your name here