ବିଧାନସଭାକୁ ଧସେଇ ପଶିବାକୁ ଛାତ୍ର କଂଗ୍ରେସର ଉଦ୍ୟମ

0
539

ବିଧାନସଭା ଅଧୀବେଶନ ଚାଲିଥିବା ବେଳେ ବିଧାନସଭାକୁ ଧସେଇ ପଶିବାକୁ ଛାତ୍ର କଂଗ୍ରେସର ଉଦ୍ୟମ । ବିଜେପି କଲେଜ ଛାତ୍ରୀ ମୃତ୍ୟୁ ଘଟଣା ପ୍ରତିବାଦରେ ଛାତ୍ର କଂଗ୍ରେସ ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲା। ଧସେଇ ପଶିବାକୁ ଉଦ୍ୟମ ବେଳେ ପୋଲିସ ଅଟକାଇବାକୁ ଯାଇ ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ସୂଚନାଯୋଗ୍ୟ ଯେ, ବିଜେବି କଲେଜର ଛାତ୍ରୀ ରୁଚିକା ମହାନ୍ତି ଶନିବାର ଆତ୍ମହତ୍ୟା କରିଥିଲେ। ରାଙ୍ଗି ପାଇଁ ସେ ଆତ୍ମହତ୍ୟା କରିଥିବା ସୁଇସାଇଡ ନୋଟରୁ ଜଣାପଡିଥିଲା।

Also Read  ୧୦୦ ଟଙ୍କା ପାଇଁ ମାଆକୁ ପିଟିପିଟି ହତ୍ୟା କଲା ନୃଶଂସ ପୁଅ